ବେଙ୍ଗାଲୁରୁରେ ନିବେଶକ ସମ୍ମିଳନୀରେ ଯୋଗ ଦେବେ ନବୀନ Ama Tv Sep 26, 2022 0 ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିରନ୍ତର ପ୍ରୟାସ ଚଳାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ମୁମ୍ବାଇ ପରେ ବେଙ୍ଗାଳୁରୁ । ଆସନ୍ତା ୨୮ ତାରିଖରେ ସିଲିକନ…