କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ Ama Tv Jun 4, 2023 0 ଭୁବନେଶ୍ୱର (ଆମ ଟିଭି): ବାଲେଶ୍ୱର ବାହାନଗାରେ ଟ୍ରେନ୍ ଦୁର୍ଘଟଣା ପରେ ଟ୍ରେନ୍ ସେବା ପ୍ରଭାବିତ ହୋଇଛି । ଲୋକେ ବସ୍ ମାଧ୍ୟମରେ ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଛନ୍ତି । ଏହାରି ଭିତରେ ରାଜ୍ୟ…