ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଇଶ୍ୱର ନାୟକ Ama Tv Sep 5, 2022 0 ନୂଆଦିଲ୍ଲୀ (ଆମ ଟିଭି): ଆଜି ହେଉଛି ପବିତ୍ର ଗୁରୁ ଦିବସ । ସବୁଠି ଗୁରୁମାନଙ୍କୁ ପୂଜା କରାଯାଉଛି । ଏହାରି ଭିତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୪୫ ଜଣ ଶ୍ରେଷ୍ଠ ଶିକ୍ଷକଙ୍କୁ…