ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ Ama Tv Jan 18, 2023 0 ନୂଆଦିଲ୍ଲୀ (ଆମ ଟିଭି): ଆଜିଠୁ ଆରମ୍ଭ ହେବାକୁ ଯାଉଛି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ । ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ହାଇଦ୍ରାବାଦରେ ଖେଳାଯିବ ।…