କୁନୋ ଜାତୀୟ ଉଦ୍ୟାନରେ ଆଖି ବୁଜିଲା ଆଉ ଏକ ଚିତା Ama Tv Apr 24, 2023 0 ନୂଆଦିଲ୍ଲୀ (ଆମ ଟିଭି): ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରୁ ଏକ ବଡ଼ ଖବର ଆସି ପହଞ୍ଚୁଛି । ବିଦେଶରୁ ଆସିଥିବା ଆଉଏକ ଚିତାର ମୃତ୍ୟୁ ହୋଇଛି । ମୃତ ଚିତାର ନାଁ ଉଦୟ, ଯାହାକୁ ଦକ୍ଷିଣ…