ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଏକ ଯୁଗର ଅବସାନ ହେଲା: କଂଗ୍ରେସ Ama Tv Sep 29, 2022 0 ଭୁବନେଶ୍ୱର (ଆମ ଟିଭି): ପୂର୍ବତନ ସାଂସଦ ତଥା ସର୍ବପ୍ରଥମ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକ ଆଉ ନାହାନ୍ତି । ତାଙ୍କ ମରଶରୀର କଂଗ୍ରେସ ଭବନକୁ ଅଣାଯାଇଥିଲା । ଶତାଧିକ…