୪ର୍ଥ ଦିନରେ ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ପଦଯାତ୍ରା Ama Tv Oct 22, 2022 0 ଭୁବନେଶ୍ୱର (ଆମ ଟିଭି): ମସିହାରୁ ମିଳୁନି ସବ୍ସିଡି ସୁବିଧା। ଫାଇଲ୍ ଭିତରେ ପଡ଼ିଛି ଓଡ଼ିଆ ସିନେମା ନୀତି । ଏଭଳି ସ୍ଥିତିରେ ଓଡ଼ିଆ ସିନେମାର ଭବିଷ୍ୟତକୁ ନେଇ ଚିନ୍ତାରେ ପଡ଼ିଛନ୍ତି…