ପାକିସ୍ତାନରେ ବଡ଼ ଧରଣର ଆତ୍ମଘାତୀ ବିସ୍ଫୋରଣ Ama Tv Jan 31, 2023 0 ଇସଲାମାବାଦ(ଆମ ଟିଭି): ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ହୋଇଛି ବଡ଼ ଧରଣର ଆତ୍ମଘାତୀ ବିସ୍ଫୋରଣ ହୋଇଛି । ପାକିସ୍ତାନର ପେଶୱାରରେ ଥିବା ଏକ ମସଜିଦରେ ଏହି ବିସ୍ପୋରଣ ହୋଇଛି ।…