ସାଂସଦ ଭାବେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ Rasmi Ranjan Jul 8, 2022 0 ନୂଆଦିଲ୍ଲୀ(ଆମ ଟିଭି): ରାଜ୍ୟସଭାରେ ସାଂସଦ ଭାବେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ…