୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ Ama Tv May 16, 2023 0 କଟକ (ଆମ ଟିଭି): ମାଟ୍ରିକ୍ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହି ସମ୍ବନ୍ଧରେ ବୋର୍ଡ ପକ୍ଷରୁ…