ମିଥୁନ ଚକ୍ରବର୍ତ୍ତୀଙ୍କ ବଡ଼ ଦାବି: ଟିଏମସିର ୩୮ ଜଣ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି Ama Tv Jul 27, 2022 0 କୋଲକାତା (ଆମ ନ୍ୟୁଜ୍): ବୁଧବାର ଅଭିନେତା-ରାଜନେତା ମିଥୁନ ଚକ୍ରବର୍ତ୍ତୀ ଏକ ଆଶ୍ଚର୍ୟ୍ୟଜନକ ଦାବି କରିଛନ୍ତି। ସେ କହିଛନ୍ତି ଯେ ଟିଏମସିର ୩୮ ଜଣ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି।…