ଆସିଲା ୨୦୨୩ ବର୍ଷ ପାଇଁ ଆର୍ଥିକ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ କେତେ? Ama Tv Feb 24, 2023 0 ଭୁବନେଶ୍ୱର(ଆମ ଟିଭି): ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହୋଇଛି । ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ।…