ଓଡ଼ିଶା ରେଷ୍ଟୁରାଣ୍ଟ ଆସୋସିଏସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ Rasmi Ranjan Jul 19, 2022 0 ଭୁବନେଶ୍ବର (ଆମ ଟିଭି): ଓଡ଼ିଶା ରେଷ୍ଟୁରାଣ୍ଟ ଆସୋସିଏସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱର ଠାରେ ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ତଥାଗତ ଶତପଥୀଙ୍କ…