ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଶୀର୍ଷରେ ଓଡ଼ିଶା Rasmi Ranjan Jul 5, 2022 0 ନୂଆଦିଲ୍ଲୀ (ଆମ ଟିଭି): ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଦେଶରେ ଶୀର୍ଷରେ ଓଡ଼ିଶା । ଦ୍ୱିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶ । ଏନଏଫଏସଏର ଏହି ରାଙ୍କିଂରେ ଓଡ଼ିଶା ପୁଣି ପ୍ରଥମ ସ୍ଥାନ ଅଧିକାର…