ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଇଡି ଝଟକା Ama Tv Jul 30, 2022 0 କଟକ (ଆମ ଟିଭି): ଇଡି କବ୍ଚାରେ ପୂର୍ବତନ ବିଧାୟକ । ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ଇଡି । ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ସମ୍ପତ୍ତି ଆଟାଚ୍ ହୋଇଛି ।…