ରାତି ପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ Ama Tv Jun 19, 2023 0 ପୁରୀ (ଆମ ଟିଭି): ରାତିପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡି ଜନ୍ମବେଦୀକୁ ଚାଲି ଆସିବେ ତିନି ଠାକୁର । ବଡ଼ଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ମିଳନ । ଏହା ପୂର୍ବରୁ ଆଜି…