କାଲିଠୁ ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିବ ବିମାନ Ama Tv Jan 6, 2023 0 ଭୁବନେଶ୍ୱର (ଆମ ଟିଭି): ବହୁ ପ୍ରତୀକ୍ଷାର ଅନ୍ତ ଘଟିବ । କାଲିଠୁ ଭୁବନେଶ୍ବରରୁ ରାଉରକେଲାକୁ ଉଡ଼ିବ ବିମାନ। ସକାଳ ୧୦ ଟା ୪୫ରେ ଭୁବନେଶ୍ବରରୁ ଉଡ଼ାଣ ଆରମ୍ଭ କରିବ ଆଲାଏନ୍ସ ଏୟାର ବିମାନ ।…