ଦୀପାବଳିରେ ମୁକ୍ତିଲାଭ କରିବ ଝିଲିକଙ୍କ ‘ରୁଦ୍ରାଣୀ’ Ama Tv Sep 15, 2022 0 ଭୁବନେଶ୍ୱର (ଆମ ଟିଭି): ଦୀପାବଳିରେ ପ୍ରେକ୍ଷାଳୟକୁ ଆସିବ ‘ରୁଦ୍ରାଣୀ’। ଦୀପାବଳିରେ ମୁକ୍ତିଲାଭ କରିବ ଏହି ବହୁ ପ୍ରତିକ୍ଷୀତ ଓଡିଆ ସିନେମା । ଯାହାକୁ ନେଇ ଦର୍ଶକଙ୍କ ମହଲରେ ଉତ୍ସାହ…