ଆସନ୍ତା ୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ । ୨୪ ତାରିଖରେ ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବାକୁ ଥିବା ବେଳେ ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବାର ସୂଚନା ରହିଛି ।

ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି । ନିଜର ପାରମ୍ପରିକ ଆସନ ହିଞ୍ଜିଳି ସହ ବଲାଙ୍ଗୀର ଜିଲ୍ଲାର କଂଟାବାଞ୍ଜି ଆସନରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ।

Leave A Reply

Your email address will not be published.