ଆଉ ନିର୍ବାଚନ ଲଢ଼ିବେ ନାହିଁ ପୂର୍ବତନ ମୁଖ୍ୟମନ୍ତ୍ରୀ

0

୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାନନ୍ଦ ଗୌଡା ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ନିର୍ଦ୍ଦଳୀୟ ନିର୍ବାଚନ ଲଢିବା ଏବଂ କଂଗ୍ରେସରେ ସାମିଲ ହେବା ଭଳି କଳ୍ପନାଜଳ୍ପନା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏକ ଖବରଦାତା ସମ୍ମିଳନୀରେ ରାଜନୀତି ଛାଡିବାକୁ ଘୋଷଣା କରିଛନ୍ତି।

Leave A Reply

Your email address will not be published.