ଆଜି ନୂଆ ଲୋକ ସେବା ଭବନର ହେବ ଶିଳାନ୍ୟାସ , ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ୱର (ଆମ ଟିଭି): ଆଜି ନୂଆ ଲୋକ ସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଏବଂ ନୂଆ ବିଧାନସଭା । ୩ ହଜାର୬୨୩ କୋଟି ଖର୍ଚ୍ଚ କରିବେ ସରକାର ।

୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଲୋକସେବା ଭବନ ଏବଂ ବିଧାନସଭା । ଏନେଇ ମାଷ୍ଟରପ୍ଲାନ ଅନୁମୋଦନ ହୋଇଛି । ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅବସରରେ ଏହାର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

 

Leave A Reply

Your email address will not be published.