ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

0

ଭୁବନେଶ୍ୱର (ଆମ ଟିଭି): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି।

ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ ହୋଇପାରେ। ଓଡ଼ିଶା ନ୍ୟାୟିକ ସେବା ନିୟମ ୨୦୦୭ ବି ସଂଶୋଧିତ ହୋଇପାରେ। ଏହା ବ୍ୟତୀତ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ପାରିଶ୍ରମିକ ନେଇ ଆଜି ବଡ଼ ନିଷ୍ପତ୍ତି ଆସିପାରେ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.