ଆଗକୁ ଆସୁଛି ବର୍ଷା , ମିଳିବ ଆଶ୍ୱସ୍ତି

0

ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଲାଗି ରହିଥିବା ତାତିରେ ଲାଗିଛି ବ୍ରେକ୍। ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ଆଜି ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଓ ଆସନ୍ତାକାଲି ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି।

Leave A Reply

Your email address will not be published.