ଆସନ୍ତା ଅଗଷ୍ଟ ୨୦ ଯାଏଁ ଗୃହକୁ ମୁଲତବୀ କଲେ ବାଚସ୍ପତି

0

ଭୁବନେଶ୍ବର: ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ । ୯୫ହଜାର କୋଟି ଟଙ୍କାର ଲେଖାନୁଦା ସମତି ମିଳିଛି। ମୋହନ ଚରଣ ମାଝୀଙ୍କ ପ୍ରଥମ ବିଧାନସଭା ଅଧିବେଶନରେ ୯୫ ହଜାର କୋଟି ଟଙ୍କାର ଲେଖାନୁଦାନ ପାରିତ ହୋଇଛି।। ଏଥିସହ ଗୃହକୁ ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ।

 

ଗତ ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା ।

Leave A Reply

Your email address will not be published.