ଏପ୍ରିଲ ୨୪ରେ ଏମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା

0

ଭୁବନେଶ୍ୱର (ଆମ ଟିଭି) : ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ଟଙ୍କା ପ୍ରଦାନ କରାଯିବ । ଷଷ୍ଠ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ବଣ୍ଟନ କରିବେ ସରକାର ।

ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳା ଏକାଥରେ ଦୁଇଟି କିସ୍ତି ଟଙ୍କା ପାଇବେ । ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳା ଟଙ୍କା ପାଇବେ।

Leave A Reply

Your email address will not be published.