ପ୍ରତିଟି ଭାରତୀୟଙ୍କର ଏହା ଗୌରବର ମୁହୂର୍ତ୍ତ: ନବୀନ ପଟ୍ଟନାୟକ

0

ଭୁବନେଶ୍ୱର (ଆମ ଟିଭି): ଆଜି ସାରା ଦେଶ ପାଳୁଛି ୭୬ତମ ସ୍ଵାଧୀନତା ଦିବସ। ଏହି ଅବସର ରେ ସବୁଠି ଉତ୍ସବ ମୁଖର।  ୭୬ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ଟୁଇଟର ପେଜ୍‌ରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି।

 

ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ। ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି। ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା।

 

 

 

Leave A Reply

Your email address will not be published.