ବିବାହ କରିବେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ

0

ଭୁବନେଶ୍ୱର(ଆମ ଟିଭି): ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ବିବାଦରୁ ସଂପୂର୍ଣ୍ଣ ମୁକ୍ତି ପାଇନଥିବା ବେଳେ ବିବାହ ପାଇଁ କୋର୍ଟରେ ଆବେଦନ କରିଛନ୍ତି ତିର୍ତ୍ତୋଲ ବିଧାୟକ । କଟକ ସବ ରେଜିଷ୍ଟ୍ରାର ଅଫିସରେ ବିବାହ ପାଇଁ ବିଜୟଶଙ୍କର ଦାସ ଆବେଦନ କରିଥିବା ସୂଚନା ମିଳିଛି ।

ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଧାୟକ ବିଜୟଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ ସେ କ୍ଲିନଚିଟ ପାଇନାହାନ୍ତି । ଆଉ ଏବେ ବିବାହ ପାଇଁ ଆବେଦନ କରିବା ବିଧାୟକଙ୍କ ଅଡୁଆ ବଢାଇବ ନାହିଁ କି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.