ଆଜି ପବିତ୍ର ବସନ୍ତ ପଞ୍ଚମୀ: ସବୁଠି ଚାଲିଛି ମା’ ସରସ୍ୱତୀଙ୍କ ପୂଜାର୍ଚ୍ଚନା

0

ଭୁବନେଶ୍ୱର (ଆମ ଟିଭି): ଆଜି ପବିତ୍ର ବସନ୍ତ ପଞ୍ଚମୀ । ଏହି ଅବସରରେ ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ପୂଜା ପାଳନ କରିଥାନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ ।

ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ଦୁଇବର୍ଷର କରୋନା କଟକଣା ପରେ ଏବର୍ଷ ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି ।

Leave A Reply

Your email address will not be published.