ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା

0

ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ।

ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ।

Leave A Reply

Your email address will not be published.