ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ , ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ମୋହର

0

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ୧୦.୩୦ରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବ ବୈଠକ । ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକରେ ଅନୁମୋଦନ ପାଇଥିବା ରଥଯାତ୍ରା, ସ୍ନାନ ଯାତ୍ରା ଇତ୍ୟାଦିର ନୀତି ନିର୍ଘଣ୍ଟ ଓ ବ୍ୟବସ୍ଥାବଳୀକୁ ଅନୁମୋଦନ ଦେବ ଶ୍ରୀମନ୍ଦିର ପରିଚାଳନା କମିଟି ।

Leave A Reply

Your email address will not be published.