ଶପଥ ଗ୍ରହଣ କଲେ ଦୁଇ ଉପ ମୁଖ୍ୟମନ୍ତ୍ରୀ

0

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା। ରାଜ୍ୟପାଳ ରଘୁବର ଦାସ ପ୍ରଥମେ ମୋହନ ମାଝିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ, ଏହାପରେ ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ଦ୍ବୟ ଶପଥ ନେଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପିଙ୍କ ଉପସ୍ଥିତିରେ ମୋହନ ଏବଂ ତାଙ୍କର ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିଛନ୍ତି। ଏହା ବ୍ୟତୀତ ୧୪ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।

Leave A Reply

Your email address will not be published.