ଦୁଇ ଯବାନଙ୍କୁ ଏୟାର ଲିପ୍ଟ

0

ବୌଦ୍ଧ ଜିଲା ନଳୀକୁମ୍ପା ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ। ଏସ୍‌ଓଜି ଯବାନମାନେ ସର୍ଚ୍ଚ ଅପରେଶନରେ ଯାଇଥିବା ବେଳେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ ହୋଇଥିଲା। ତେବେ ଏହି ବିସ୍ଫୋରଣରେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ବଲାଙ୍ଗୀର ହସ୍ପିଟାଲ ନିଆଯାଇଥିଲା। ସେଠାରେ ସିଟି ସ୍କାନ୍‌ ପରେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି।

ମାଓବାଦୀମାନେ ଯବାନଙ୍କ ଗାଡ଼ି ଉଡ଼ାଇ ଦେବାକୁ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ।

Leave A Reply

Your email address will not be published.