ମୁହଁ ଖୋଲିଲେ ଉଦୟନିଧୀ
ଚେନ୍ନାଇ, : ତାମିଲନାଡୁର କ୍ରୀଡା ମନ୍ତ୍ରୀ ଉଦୟାନିଧି ଷ୍ଟାଲିନ ସନାତନ ଧର୍ମ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଉଗ୍ରରୂପ ନେବା ପରେ ଦେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ସେ କହିଛନ୍ତି ମୋର ବିବୃତ୍ତିକୁ ଭୁଲ ବ୍ୟାଖ୍ୟା କରାଯାଇଛି ଏବଂ ଆମେ କୌଣସି ଧର୍ମର ଶତ୍ରୁ ନୁହଁ।
ଏହା ସହିତ ସେ କେନ୍ଦ୍ର ସରକାରଙ୍କୁ ଏକଛତ୍ରବାଦୀ ବୋଲି ଅଭିହିତ କରିଛନ୍ତି। ସେ କହିଛନ୍ତି, ଗତ ୯ ବର୍ଷ ମଧ୍ୟରେ ଭାଜପା କଣ କରିଛି? ଏହାର ଉତ୍ତର ନସାଧାରଣ ଦେବେ।