ଭି.କେ. ପାଣ୍ଡିଆନ ଓ କାମିଆ ଜାନିଙ୍କ ବିରୋଧରେ କାର୍ଯାନୁଷ୍ଠାନ ଦାବି କରି ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଗଣବିକ୍ଷୋଭ

0

ଭୁବନେଶ୍ବର: କାମିଆ ଜାନିଙ୍କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଭି.କେ.ପାଣ୍ଡିଆନ ପୁରୀର ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିରରେ କାମିଆ ଜାନିଙ୍କୁ ନେଇ ଯିବା ଘଟଣାକୁ ନେଇ ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭି.କେ. ପାଣ୍ଡିଆନ ଓ କାମିଆ ଜାନିଙ୍କ ବିରୋଧରେ କାର୍ଯାନୁଷ୍ଠାନ ଦାବି କରି ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକରେ ଗଣବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଗୋ ମାଂସର ପ୍ରଚାର କରୁଥିବା ବ୍ଲଗର କାମିଆ ଜାନିଙ୍କ ଦ୍ଵାରା ଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରସାଦର ପ୍ରଚାର ପ୍ରସାର ସନୀତନୀଙ୍କୁ ଦୁଃଖ ଦେଇଛି। ଏହା ଲକ୍ଷ ଲକ୍ଷ ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ ଦେଇଛି।

Leave A Reply

Your email address will not be published.