ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

0

ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି ଉତ୍ତମ ମହାନ୍ତି ।

Leave A Reply

Your email address will not be published.