ବର୍ଷା ଓ ପବନ ପାଇଁ କେଉଁ ଜିଲାକୁ କ’ଣ ୱାର୍ଣ୍ଣିଂ
ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋରଧା, ନୟାଗଡ଼କୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ।
ପବନ
ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲାରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୬୦କି.ମି. ରହିବ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋରଧା, ନୟାଗଡ଼ରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୫୦କି.ମି ପର୍ଯ୍ୟନ୍ତ ରହିବ।
୨୮ରେ ବର୍ଷା….
ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ରେଡ଼୍ ୱାର୍ଣ୍ଣିଂ।
ବରଗଡ଼, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋରଧା ଏବଂ ନୟାଗଡ଼କୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଏବଂ ବୌଦ୍ଧକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ।
ପବନ
ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲାରେ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୭୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ।
ବରଗଡ଼, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋରଧା ଏବଂ ନୟାଗଡ଼ରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କି.ମି.ଏବଂ ସ୍ଥଳବିଶେଷରେ ୬୦କି.ମି. ପର୍ଯ୍ୟନ୍ତ ଛୁଇଁବ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଏବଂ ବୌଦ୍ଧରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୫୦କି.ମି. ରହିବ।